ବିଚାରକର୍ତ୍ତା 8:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 କିଅବା ଯିରୁବ୍ବାଲ୍, ଅର୍ଥାତ୍, ଗିଦିୟୋନ୍ ଇସ୍ରାଏଲ ପ୍ରତି ଯେରୂପ ସଦୟ ହୋଇଥିଲେ, ସେମାନେ ତଦନୁସାରେ ତାଙ୍କର ବଂଶ ପ୍ରତି ଦୟା ବ୍ୟବହାର କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)35 କିଅବା ଯିରୁବ୍ବାଲ, ଅର୍ଥାତ୍, ଗିଦିୟୋନ୍ ଇସ୍ରାଏଲ ପ୍ରତି ଯେରୂପ ମଙ୍ଗଳ କରିଥିଲେ, ସେମାନେ ତଦନୁସାରେ ତାଙ୍କର ବଂଶ ପ୍ରତି ଦୟା ବ୍ୟବହାର କଲେ ନାହିଁ। Viz kapitolaଓଡିଆ ବାଇବେଲ35 କିଅବା ଯିରୁବ୍ବାଲ୍, ଅର୍ଥାତ୍, ଗିଦିୟୋନ୍ ଇସ୍ରାଏଲ ପ୍ରତି ଯେରୂପ ସଦୟ ହୋଇଥିଲେ, ସେମାନେ ତଦନୁସାରେ ତାଙ୍କର ବଂଶ ପ୍ରତି ଦୟା ବ୍ୟବହାର କଲେ ନାହିଁ। Viz kapitolaପବିତ୍ର ବାଇବଲ35 ଇସ୍ରାଏଲର ଲୋକମାନେ ଯିରୁବ୍ବାଲ୍ର ପରିବାର ପ୍ରତି ଆନୁଗତ୍ୟ ରହିଲେ ନାହିଁ। ଯଦିଓ ସେମାନଙ୍କ ପାଇଁ ସେ ବହୁତ କାର୍ଯ୍ୟ କରିଥିଲେ। Viz kapitola |