ବିଚାରକର୍ତ୍ତା 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଉତ୍ତାରେ ଗିଦିୟୋନ୍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳାନ୍ତ ହେଲେ ହେଁ ପଛେ ପଛେ ଗୋଡ଼ାଉଥାଆନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଉତ୍ତାରେ ଗିଦିୟୋନ୍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳା; ହେଲେ ହେଁ ପଛେ ପଛେ ଗୋଡ଼ାଉଥାʼନ୍ତି। Viz kapitolaଓଡିଆ ବାଇବେଲ4 ଏଉତ୍ତାରେ ଗିଦିୟୋନ୍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳାନ୍ତ ହେଲେ ହେଁ ପଛେ ପଛେ ଗୋଡ଼ାଉଥାଆନ୍ତି। Viz kapitolaପବିତ୍ର ବାଇବଲ4 ଏହା ପରେ ଗିଦିୟୋନ ଓ ତାଙ୍କର 300 ଲୋକ ଯର୍ଦ୍ଦନ ନଦୀ ପାର ହେଲେ। ସେମାନେ କ୍ଳାନ୍ତ ଓ କ୍ଷୁଧାର୍ତ୍ତ ଥିଲେ। Viz kapitola |