ବିଚାରକର୍ତ୍ତା 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, “ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍ଗାମୀ ଲୋକମାନଙ୍କୁ ରୁଟି ଦିଅ; କାରଣ ସେମାନେ କ୍ଳାନ୍ତ ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍ଗାମୀ ଲୋକମାନଙ୍କୁ ରୋଟୀ ଦିଅ; କାରଣ ସେମାନେ କ୍ଳା; ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି। Viz kapitolaଓଡିଆ ବାଇବେଲ5 ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍ଗାମୀ ଲୋକମାନଙ୍କୁ ରୁଟି ଦିଅ; କାରଣ ସେମାନେ କ୍ଳାନ୍ତ ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି। Viz kapitolaପବିତ୍ର ବାଇବଲ5 ଗିଦିୟୋନ ସୁକ୍କୋତର ନାଗରିକମାନଙ୍କୁ କହିଲେ, “ମୋର ସୈନ୍ୟମାନଙ୍କୁ କିଛି ଖାଦ୍ୟଦିଅ। ମୋର ସୈନ୍ୟମାନେ ଅତ୍ୟନ୍ତ କ୍ଳାନ୍ତ। ତଥାପି ମଧ୍ୟ ଆମ୍ଭେମାନେ ମିଦିୟନର ରାଜା ସେବହ ଓ ସଲମୁନ୍ନକୁ ଗୋଡ଼ାଉଛୁ।” Viz kapitola |