ବିଚାରକର୍ତ୍ତା 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ସେ ସେଠାରୁ ପନୂୟେଲକୁ ଉଠିଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହୁଁ ସେ ସେଠାରୁ ପନୂୟେଲକୁ ଉଠି ଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ। Viz kapitolaଓଡିଆ ବାଇବେଲ8 ତହୁଁ ସେ ସେଠାରୁ ପନୂୟେଲକୁ ଉଠି ଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ। Viz kapitolaପବିତ୍ର ବାଇବଲ8 ଗିଦିୟୋନ ସେହି ସ୍ଥାନରୁ ପନୂୟେଲକୁ ଗଲେ ଓ ସେଠାରେ ଲୋକମାନଙ୍କୁ କିଛି ଖାଦ୍ୟ ଦେବାକୁ କହିଲେ, ଯେପରି ସେ ସୁକ୍କୋତର ଲୋକମାନଙ୍କୁ କହିଥିଲେ। କିନ୍ତୁ ଠିକ୍ ସୁକ୍କୋତର ଲୋକମାନଙ୍କ ପରି ପନୂୟେଲର ଲୋକମାନେ ଉତ୍ତର ଦେଲେ। Viz kapitola |