ବିଚାରକର୍ତ୍ତା 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ବୃକ୍ଷମାନେ ଡିମ୍ବିରିବୃକ୍ଷକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’ Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହୁଁ ବୃକ୍ଷମାନେ ଡିମିରି ବୃକ୍ଷକୁ କହିଲେ, ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ଵ କର। Viz kapitolaଓଡିଆ ବାଇବେଲ10 ତହୁଁ ବୃକ୍ଷମାନେ ଡିମ୍ବିରି ବୃକ୍ଷକୁ କହିଲେ, ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର। Viz kapitolaପବିତ୍ର ବାଇବଲ10 “ତେଣୁ ବୃକ୍ଷମାନେ ଡିମ୍ବିରି ବୃକ୍ଷକୁ କହିଲେ, ‘ତୁମ୍ଭେ ଆସ ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’ Viz kapitola |