ବିଚାରକର୍ତ୍ତା 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ‘ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ନିତା; ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନ୍ର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ। Viz kapitolaଓଡିଆ ବାଇବେଲ15 ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ। Viz kapitolaପବିତ୍ର ବାଇବଲ15 “କିନ୍ତୁ କଣ୍ଟକ ବୃକ୍ଷ ସେମାନଙ୍କୁ କହିଲା, ‘ବାସ୍ତବରେ ତୁମ୍ଭେମାନେ ଯଦି ମୋତେ ତୁମ୍ଭମାନଙ୍କର ଶାସକ ହେବା ପାଇଁ ଗ୍ଭହୁଁଛ, ତେବେ ଆସ ମୋର ଛାଇରେ ବିଶ୍ରାମ ନିଅ। ନଚେତ୍ କଣ୍ଟକ ଲତାରୁ ଅଗ୍ନି ବାହାରି ଲିବାନୋନ୍ର ଏରସ ବୃକ୍ଷଗୁଡ଼ିକୁ ଗ୍ରାସ କରୁ।’ Viz kapitola |