Online Bible

- Reklamy -




ବିଚାରକର୍ତ୍ତା 9:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ମୋର ପିତା ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିଥିଲେ ଓ ପ୍ରାଣପଣ କରି ମିଦୀୟନର ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 କାରଣ ମୋର ପିତା ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିଥିଲେ ଓ ପ୍ରାଣପଣ କରି ମିଦିୟନର ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ;

Viz kapitola kopírovat

ଓଡିଆ ବାଇବେଲ

17 କାରଣ ମୋର ପିତା ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିଥିଲେ ଓ ପ୍ରାଣପଣ କରି ମିଦୀୟନର ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ;

Viz kapitola kopírovat

ପବିତ୍ର ବାଇବଲ

17 ତା'ପରେ ସେହି ବିଷୟରେ ଚିନ୍ତାକର, ମୋର ପିତା ତୁମ୍ଭମାନଙ୍କ ପାଇଁ ଯାହା କରିଥିଲେ। ମୋର ପିତା ତୁମ୍ଭମାନଙ୍କ ପାଇଁ ଯୁଦ୍ଧ କରିଥିଲେ। ସେ ତା’ ଜୀବନକୁ ବାଜି ଲଗାଇ ମିଦିୟନୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ।

Viz kapitola kopírovat




ବିଚାରକର୍ତ୍ତା 9:17

Následuj nás:

Reklamy


Reklamy