ବିଚାରକର୍ତ୍ତା 9:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ଗାଲ୍ ଲୋକମାନଙ୍କୁ ଦେଖନ୍ତେ, ସେ ସବୂଲ୍କୁ କହିଲା, “ଦେଖ, ପର୍ବତ ଶିଖରରୁ ଲୋକମାନେ ଓହ୍ଲାଇ ଆସୁଅଛନ୍ତି। ତହିଁରେ ସବୂଲ୍ ତାହାକୁ କହିଲା, ପର୍ବତର ଛାୟା ତୁମ୍ଭକୁ ମନୁଷ୍ୟ ପରି ଦିଶୁଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ ଗାଲ୍ ଲୋକମାନଙ୍କୁ ଦେଖନ୍ତେ, ସେ ସବୂଲ୍କୁ କହିଲା, ଦେଖ, ପର୍ବତ ଶିଖରରୁ ଲୋକମାନେ ଓହ୍ଲାଇ ଆସୁଅଛନ୍ତି। ତହିଁରେ ସବୂଲ୍ ତାହାକୁ କହିଲା, ପର୍ବତର ଛାୟା ତୁମ୍ଭକୁ ମନୁଷ୍ୟ ପରି ଦିଶୁଛି। Viz kapitolaଓଡିଆ ବାଇବେଲ36 ଆଉ ଗାଲ୍ ଲୋକମାନଙ୍କୁ ଦେଖନ୍ତେ, ସେ ସବୂଲ୍କୁ କହିଲା, ଦେଖ, ପର୍ବତ ଶିଖରରୁ ଲୋକମାନେ ଓହ୍ଲାଇ ଆସୁଅଛନ୍ତି। ତହିଁରେ ସବୂଲ୍ ତାହାକୁ କହିଲା, ପର୍ବତର ଛାୟା ତୁମ୍ଭକୁ ମନୁଷ୍ୟ ପରି ଦିଶୁଛି। Viz kapitolaପବିତ୍ର ବାଇବଲ36 ଗାଲ୍ ସୈନ୍ୟମାନଙ୍କୁ ଦେଖିଲା। ଗାଲ୍ ସବୂଲକୁ କହିଲେ, “ପର୍ବତରୁ ଓହ୍ଲାଇ ଆସୁଥିବା ସୈନ୍ୟମାନଙ୍କୁ ଦେଖ।” କିନ୍ତୁ ସବୂଲ ତାଙ୍କୁ କହିଲା, “ପର୍ବତର ଛାଇ ତୁମ୍ଭକୁ ଲୋକମାନଙ୍କ ପରି ଦେଖାଯାଉଛି।” Viz kapitola |