ବିଚାରକର୍ତ୍ତା 9:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏଥିଉତ୍ତାରେ ଗାଲ୍ ପୁନର୍ବାର କହିଲା, “ଦେଖ, ଲୋକମାନେ ଦେଶ ମଧ୍ୟଦେଇ ଓହ୍ଲାଇ ଆସୁଅଛନ୍ତି, ଆଉ ଏକ ଦଳ ମିଓନିନିମ ଅଲୋନ ବୃକ୍ଷର ପଥ ଦେଇ ଆସୁଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)37 ଏଉତ୍ତାରେ ଗାଲ୍ ପୁନର୍ବାର କହିଲା, ଦେଖ, ଲୋକମାନେ ଦେଶ ମଧ୍ୟ ଦେଇ ଓହ୍ଲାଇ ଆସୁଅଛନ୍ତି, ଆଉ ଏକ ଦଳ ମିଓନିନିମ ଅଲୋନ ବୃକ୍ଷର ପଥ ଦେଇ ଆସୁଅଛନ୍ତି। Viz kapitolaଓଡିଆ ବାଇବେଲ37 ଏଥିଉତ୍ତାରେ ଗାଲ୍ ପୁନର୍ବାର କହିଲା, “ଦେଖ, ଲୋକମାନେ ଦେଶ ମଧ୍ୟ ଦେଇ ଓହ୍ଲାଇ ଆସୁଅଛନ୍ତି, ଆଉ ଏକ ଦଳ ମିଓନିନିମ ଅଲୋନ୍ ବୃକ୍ଷର ପଥ ଦେଇ ଆସୁଅଛନ୍ତି।” Viz kapitolaପବିତ୍ର ବାଇବଲ37 କିନ୍ତୁ ଗାଲ୍ ପୁଣି କହିଲା, “ଦେଖ କେତେକ ଲୋକ ନାଭେଲ ଭୂମିରୁ ଓହ୍ଲାଇ ଆସୁଛନ୍ତି। ଆଉ ଏକ ଦଳ ମିଓନିର୍ନମ ଅଲୋନବୃକ୍ଷର ପଥଦେଇ ଆସୁଛନ୍ତି।” Viz kapitola |