ବିଚାରକର୍ତ୍ତା 9:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ତହୁଁ ସବୂଲ୍ ତାହାକୁ କହିଲା, ତୁମ୍ଭେ ଯେ କହିଥିଲ, “ଅବୀମେଲକ୍ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ, ତୁମ୍ଭର ସେହି ମୁହଁଟି ଏବେ କାହିଁ? ତୁମ୍ଭେ କି ଏହି ଲୋକମାନଙ୍କୁ ତୁଚ୍ଛ କରି ନ ଥିଲ? ତେଣୁ, ଏବେ ବାହାରି ସେମାନଙ୍କ ସଙ୍ଗେ ଯୁଦ୍ଧ କର?” Viz kapitolaପବିତ୍ର ବାଇବଲ (Re-edited) - (BSI)38 ତହୁଁ ସବୂଲ୍ ତାହାକୁ କହିଲା, ତୁମ୍ଭେ ଯେ କହିଥିଲ, ଅବୀମେଲକ୍ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ, ତୁମ୍ଭର ସେହି ମୁହଁଟି ଏବେ କାହିଁ? ତୁମ୍ଭେ କି ଏହି ଲୋକମାନଙ୍କୁ ତୁଚ୍ଛ କରି ନ ଥିଲ? ଭଲା, ଏବେ ବାହାରି ସେମାନଙ୍କ ସଙ୍ଗେ ଯୁଦ୍ଧ କଲଟି? Viz kapitolaଓଡିଆ ବାଇବେଲ38 ତହୁଁ ସବୂଲ୍ ତାହାକୁ କହିଲା, ତୁମ୍ଭେ ଯେ କହିଥିଲ, “ଅବୀମେଲକ୍ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ, ତୁମ୍ଭର ସେହି ମୁହଁଟି ଏବେ କାହିଁ ? ତୁମ୍ଭେ କି ଏହି ଲୋକମାନଙ୍କୁ ତୁଚ୍ଛ କରି ନ ଥିଲ ? ତେଣୁ, ଏବେ ବାହାରି ସେମାନଙ୍କ ସଙ୍ଗେ ଯୁଦ୍ଧ କର ?” Viz kapitolaପବିତ୍ର ବାଇବଲ38 ତେଣୁ ସବୂଲ ତାଙ୍କୁ କହିଲା, “ତୁମ୍ଭେ ଏବେ କାହିଁକି ଦର୍ପ କରୁ ନାହଁ? ତୁମ୍ଭେ କହିଥିଲ, ‘ଅବୀମେଲକ୍ କିଏ ଯେ ଆମ୍ଭେ ନିଶ୍ଚିତ ତାହାର ସେବା କରିବୁ? ତୁମ୍ଭେ କ’ଣ ଏହି ସୈନ୍ୟମାନଙ୍କୁ ପରିହାସ କରି ନ ଥିଲ? ବର୍ତ୍ତମାନ ଯାଅ ଓ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କର।” Viz kapitola |