Online Bible

- Reklamy -




ବିଚାରକର୍ତ୍ତା 9:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଏଥିଉତ୍ତାରେ ଶିଖିମ ଗଡ଼ସ୍ଥିତ ଲୋକଗଣ ଏ କଥା ଶୁଣି ଏଲ୍‍-ବରୀତ୍‍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

46 ଅନନ୍ତର ଶିଖିମ ଗଡ଼ସ୍ଥିତ ଲୋକଗଣ ଏକଥା ଶୁଣି ଏଲ୍-ବରୀତ୍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ।

Viz kapitola kopírovat

ଓଡିଆ ବାଇବେଲ

46 ଏଥିଉତ୍ତାରେ ଶିଖିମ ଗଡ଼ସ୍ଥିତ ଲୋକଗଣ ଏକଥା ଶୁଣି ଏଲ୍‍-ବରୀତ୍‍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ।

Viz kapitola kopírovat

ପବିତ୍ର ବାଇବଲ

46 ଶିଖିମର ଅଟ୍ଟାଳିକାର ମାଲିକମାନେ ଏବିଷୟରେ ଶୁଣିଲେ। ସେମାନେ ଏ‌‌ଲ୍‌‌ବରୀତ୍ ମନ୍ଦିରର ସବୁଠାରୁ ନିରାପଦ ସ୍ଥାନରେ ଏହା ଜାଣିବାକୁ ପାଇଲେ।

Viz kapitola kopírovat




ବିଚାରକର୍ତ୍ତା 9:46

Následuj nás:

Reklamy


Reklamy