ବିଚାରକର୍ତ୍ତା 9:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ତହିଁରେ ଅବୀମେଲକ୍ ଓ ତାହାର ସଙ୍ଗୀ ଲୋକ ସମସ୍ତେ ସଲମୋନ୍ ପର୍ବତକୁ ଉଠିଗଲେ ଓ ଅବୀମେଲକ୍ ହାତରେ କୁହ୍ରାଡ଼ି ଘେନି ବୃକ୍ଷରୁ ଖଣ୍ଡିଏ ଡାଳ ହାଣିଲା ଓ ତାହା ଉଠାଇ ଆପଣା କାନ୍ଧରେ ରଖିଲା; ଆଉ ଆପଣା ସଙ୍ଗୀମାନଙ୍କୁ କହିଲା, “ତୁମ୍ଭେମାନେ ମୋତେ ଯାହା କରିବାର ଦେଖିଲ, ତାହା ଶୀଘ୍ର କର ଓ ମୁଁ ଯେପରି କଲି, ସେପରି କର;” Viz kapitolaପବିତ୍ର ବାଇବଲ (Re-edited) - (BSI)48 ତହିଁରେ ଅବୀମେଲକ୍ ଓ ତାହାର ସଙ୍ଗୀ ଲୋକ ସମସ୍ତେ ସଲମୋନ୍ ପର୍ବତକୁ ଉଠିଗଲେ ଓ ଅବୀମେଲକ୍ ହାତରେ କୁହ୍ରାଡ଼ି ଘେନି ବୃକ୍ଷରୁ ଖଣ୍ତିଏ ଡାଳ ହାଣିଲା ଓ ତାହା ଉଠାଇ ଆପଣା କାନ୍ଧରେ ରଖିଲା; ଆଉ ଆପଣା ସଙ୍ଗୀମାନଙ୍କୁ କହିଲା, ତୁମ୍ଭେମାନେ ମୋତେ ଯାହା କରିବାର ଦେଖିଲ, ତାହା ଶୀଘ୍ର କର ଓ ମୁଁ ଯେପରି କଲି, ସେପରି କରନ୍ତ Viz kapitolaଓଡିଆ ବାଇବେଲ48 ତହିଁରେ ଅବୀମେଲକ୍ ଓ ତାହାର ସଙ୍ଗୀ ଲୋକ ସମସ୍ତେ ସଲମୋନ୍ ପର୍ବତକୁ ଉଠିଗଲେ ଓ ଅବୀମେଲକ୍ ହାତରେ କୁହ୍ରାଡ଼ି ଘେନି ବୃକ୍ଷରୁ ଖଣ୍ଡିଏ ଡାଳ ହାଣିଲା ଓ ତାହା ଉଠାଇ ଆପଣା କାନ୍ଧରେ ରଖିଲା; ଆଉ ଆପଣା ସଙ୍ଗୀମାନଙ୍କୁ କହିଲା, ତୁମ୍ଭେମାନେ ମୋତେ ଯାହା କରିବାର ଦେଖିଲ, ତାହା ଶୀଘ୍ର କର ଓ ମୁଁ ଯେପରି କଲି, ସେପରି କର; Viz kapitolaପବିତ୍ର ବାଇବଲ48 ଏହା ପରେ ଅବୀମେଲକ୍ ଓ ତାଙ୍କର ସମସ୍ତ ଲୋକମାନେ ସଲ୍ମୋନ୍ ପର୍ବତକୁ ଚଢ଼ିଲେ। ଅବୀମେଲକ୍ କୁହ୍ରାଡ଼ି ନେଇ ବୃକ୍ଷରୁ କେତେକ ଡାଳ ହାଣିଲେ। ସେ ସେଗୁଡ଼ିକ ଉଠାଇଲେ ଏବଂ ସେଗୁଡ଼ିକ ନିଜ କାନ୍ଧରେ ରଖିଲେ ଏବଂ ନିଜର ସଙ୍ଗୀ ଲୋକମାନଙ୍କୁ କହିଲେ, “ଯଥାଶୀଘ୍ର, ମୁଁ ଯାହା କଲି ତୁମ୍ଭେ ତାହା କର।” Viz kapitola |