ବିଚାରକର୍ତ୍ତା 9:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ସେହିପରି ଏକ ଏକ ଡାଳ କାଟି ଅବୀମେଲକ୍ର ପଛେ ପଛେ ଯାଇ ସେହି ଉଚ୍ଚ ଗୃହ ପାଖରେ ରଖିଲେ ଓ ସେହି ଉଚ୍ଚ ଗୃହରେ ସେମାନଙ୍କ ଉପରେ ଅଗ୍ନି ଲଗାଇଲେ; ତେଣୁ ଶିଖିମ ଗଡ଼ର ସମସ୍ତ ଲୋକ ମଧ୍ୟ ମଲେ, ସେମାନେ ସ୍ତ୍ରୀ ପୁରୁଷ ଊଣାଧିକ ଏକ ହଜାର ଲୋକ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)49 ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ସେହିପରି ଏକ ଏକ ଡାଳ କାଟି ଅବୀମେଲକ୍ର ପଛେ ପଛେ ଯାଇ ସେହି ଉଚ୍ଚ ଗୃହ ପାଖରେ ରଖିଲେ ଓ ସେହି ଉଚ୍ଚ ଗୃହରେ ସେମାନଙ୍କ ଉପରେ ଅଗ୍ନି ଲଗାଇଲେ; ତେଣୁ ଶିଖିମ ଗଡ଼ର ସମସ୍ତ ଲୋକ ମଧ୍ୟ ମଲେ, ସେମାନେ ସ୍ତ୍ରୀପୁରୁଷ ଊଣାଧିକ ଏକ ହଜାର ଲୋକ ଥିଲେ। Viz kapitolaଓଡିଆ ବାଇବେଲ49 ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ସେହିପରି ଏକ ଏକ ଡାଳ କାଟି ଅବୀମେଲକ୍ର ପଛେ ପଛେ ଯାଇ ସେହି ଉଚ୍ଚ ଗୃହ ପାଖରେ ରଖିଲେ ଓ ସେହି ଉଚ୍ଚ ଗୃହରେ ସେମାନଙ୍କ ଉପରେ ଅଗ୍ନି ଲଗାଇଲେ; ତେଣୁ ଶିଖିମ ଗଡ଼ର ସମସ୍ତ ଲୋକ ମଧ୍ୟ ମଲେ, ସେମାନେ ସ୍ତ୍ରୀପୁରୁଷ ଊଣାଧିକ ଏକ ହଜାର ଲୋକ ଥିଲେ। Viz kapitolaପବିତ୍ର ବାଇବଲ49 ତେଣୁ ସମସ୍ତ ଲୋକମାନେ ଅବୀମେଲକକୁ ଅନୁସରଣ କଲେ ଓ ଏଲବେରିଥର ମନ୍ଦିର ସୁରକ୍ଷା କୋଠରୀ ସମ୍ମୁଖରେ ଶାଖାଗୁଡ଼ିକ ଗଦା କଲେ। ତା'ପରେ ସେମାନେ ଏହାକୁ ଅଗ୍ନି ସଂଯୋଗ କଲେ। ଏହି ପ୍ରକାରେ ଶିଖିମର ସମସ୍ତ ମାଲିକମାନେ ମୃତ୍ୟୁବରଣ କଲେ। ସେଠାରେ ପାଖାପାଖି 1,000 ପୁରୁଷ ଓ ସ୍ତ୍ରୀ ଥିଲେ। Viz kapitola |