ବିଚାରକର୍ତ୍ତା 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍ର କନିଷ୍ଠ ପୁତ୍ର ଯୋଥମ୍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍ର କନିଷ୍ଠ ପୁତ୍ର ଯୋଥମ୍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା। Viz kapitolaଓଡିଆ ବାଇବେଲ5 ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍ର କନିଷ୍ଠ ପୁତ୍ର ଯୋଥମ୍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା। Viz kapitolaପବିତ୍ର ବାଇବଲ5 ଅବୀମେଲକ୍ ନିଜର ପିତୃଗୃହ ଅଫ୍ରାକୁ ଗଲା। ସେ ତା'ର ସତୁରି ଜଣ ଭାଇମାନଙ୍କୁ ସେଠାରେ ଗୋଟିଏ ପଥରରେ ହତ୍ୟା କଲା। କିନ୍ତୁ ଯିରୁବ୍ବାଲ୍ର କନିଷ୍ଠ ପୁତ୍ର ନିଜକୁ ଲୁଗ୍ଭଇ ରଖିଲା। ତା'ର ନାମ ଯୋଥମ୍ ଥିଲା। Viz kapitola |