ବିଚାରକର୍ତ୍ତା 9:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, “ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ‘ଜଣେ ସ୍ତ୍ରୀ ତାହାକୁ ବଧ କଲା।’” ତହିଁରେ ତାହାର ଯୁବା ଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା। Viz kapitolaପବିତ୍ର ବାଇବଲ (Re-edited) - (BSI)54 ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, ତୁମ୍ଭ ଖଡ଼୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ଜଣେ ସ୍ତ୍ରୀ ତାହାକୁ ବଧ କଲା। ତହିଁରେ ତାହାର ଯୁବାଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା। Viz kapitolaଓଡିଆ ବାଇବେଲ54 ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ଜଣେ ସ୍ତ୍ରୀ ତାହାକୁ ବଧ କଲା। ତହିଁରେ ତାହାର ଯୁବାଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା। Viz kapitolaପବିତ୍ର ବାଇବଲ54 ତେଣୁ ସେ ତାଙ୍କର ଅସ୍ତ୍ରବାହକ ଯୁବକକୁ ଡାକି କହିଲା, “ସଙ୍ଗେ ସଙ୍ଗେ ତୁମ୍ଭର ଖଡ଼୍ଗ ବାହାର କରି ମୋତେ ହତ୍ୟା କର। ଯେଉଁଥିପାଇଁ କେହି କହିବେ ନାହିଁ, ‘ଜଣେ ସ୍ତ୍ରୀ ଅବୀମେଲକକୁ ହତ୍ୟା କଲା।’” ତେଣୁ ତା'ର ଗ୍ଭକର ତାଙ୍କୁ ଭୁଷି ଦିଅନ୍ତେ, ମଲା। Viz kapitola |