ବିଚାରକର୍ତ୍ତା 9:57 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT57 ପୁଣି ପରମେଶ୍ୱର ଶିଖିମ ନିବାସୀ ଲୋକମାନଙ୍କୁ ସମସ୍ତ ଦୁଷ୍କର୍ମର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇଲେ ଓ ଯିରୁବ୍ବାଲ୍ଙ୍କ ପୁତ୍ର ଯୋଥମ୍ର ଅଭିଶାପ ସେମାନଙ୍କ ଉପରେ ଫଳିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)57 ପୁଣି ପରମେଶ୍ଵର ଶିଖିମ ନିବାସୀ ଲୋକମାନଙ୍କୁ ସମସ୍ତ ଦୁଷ୍କର୍ମର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇଲେ ଓ ଯିରୁବ୍ବାଲଙ୍କ ପୁତ୍ର ଯୋଥାମର ଶାପ ସେମାନଙ୍କ ଉପରେ ଫଳିଲା। Viz kapitolaଓଡିଆ ବାଇବେଲ57 ପୁଣି ପରମେଶ୍ୱର ଶିଖିମ ନିବାସୀ ଲୋକମାନଙ୍କୁ ସମସ୍ତ ଦୁଷ୍କର୍ମର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇଲେ ଓ ଯିରୁବ୍ବାଲ୍ଙ୍କ ପୁତ୍ର ଯୋଥମ୍ର ଅଭିଶାପ ସେମାନଙ୍କ ଉପରେ ଫଳିଲା। Viz kapitolaପବିତ୍ର ବାଇବଲ57 ସଦାପ୍ରଭୁ ପରମେଶ୍ୱର ଶିଖିମ ନିବାସୀମାନଙ୍କର ସମସ୍ତ ପାପପୂର୍ଣ୍ଣ କାର୍ଯ୍ୟ ଯୋଗୁଁ ଯଥାର୍ଥ ଦଣ୍ତ ଦେଲେ ଏବଂ ଯିରୁବ୍ବାଲ୍ର ପୁତ୍ର ଯୋଥମ୍ ଦେଇଥିବା ଅଭିଶାପ ସେମାନଙ୍କ ଉପରେ ପଡ଼ିଲା। Viz kapitola |