ବିଚାରକର୍ତ୍ତା 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏକ ସମୟରେ ବୃକ୍ଷମାନେ ଆପଣା ଉପରେ ରାଜା ଅଭିଷେକ କରିବାକୁ ଗଲେ; ସେମାନେ ଜୀତ ବୃକ୍ଷକୁ କହିଲେ, ‘ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର;’ Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏକ ସମୟରେ ବୃକ୍ଷମାନେ ଆପଣା ଉପରେ ରାଜା ଅଭିଷେକ କରିବାକୁ ଗଲେ; ସେମାନେ ଜୀତ ବୃକ୍ଷକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ଵ କର; Viz kapitolaଓଡିଆ ବାଇବେଲ8 ଏକ ସମୟରେ ବୃକ୍ଷମାନେ ଆପଣା ଉପରେ ରାଜା ଅଭିଷେକ କରିବାକୁ ଗଲେ; ସେମାନେ ଜୀତ ବୃକ୍ଷକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର; Viz kapitolaପବିତ୍ର ବାଇବଲ8 “ଏକ ସମୟରେ ବୃକ୍ଷସବୁ ନିଜ ଉପରେ ରାଜା ଅଭିଷେକ କରିବାକୁ ଗଲେ। ସେମାନେ ଜୀତ ବୃକ୍ଷକୁ କହିଲେ, ‘ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’ Viz kapitola |