ଯିରିମୀୟ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, “ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, ଯେଉଁ ଦେବତାମାନେ ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ତଳର ତଳୁ ବିନଷ୍ଟ ହେବେ। Viz kapitolaଓଡିଆ ବାଇବେଲ11 ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ। Viz kapitolaପବିତ୍ର ବାଇବଲ11 ସଦାପ୍ରଭୁ ପୁଣି କହନ୍ତି, “ତୁମ୍ଭେମାନେ ସେମାନଙ୍କୁ କୁହ, ‘ସେହି ଦେବତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି। ତେଣୁ ସେମାନେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ୱଂସ ଓ ଲୁପ୍ତ ହେବେ।”’ Viz kapitola |