ଯିରିମୀୟ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରିପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରି ପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ । Viz kapitolaଓଡିଆ ବାଇବେଲ5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରି ପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ। Viz kapitolaପବିତ୍ର ବାଇବଲ5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା ଓ କଥା କହନ୍ତି ନାହିଁ। ସେମାନଙ୍କୁ ବହନ କରିବାକୁ ହୁଏ କାରଣ ସେମାନେ ଗ୍ଭଲିପାରନ୍ତି ନାହିଁ। ତେଣୁ ସେମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଅମଙ୍ଗଳ କରି ପାରିବେ ନାହିଁ କିଅବା ମଙ୍ଗଳ କରିବାକୁ ସେମାନଙ୍କର ଶକ୍ତି ନାହିଁ।” Viz kapitola |