ଯିରିମୀୟ 11:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ; Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ଼୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ; Viz kapitolaଓଡିଆ ବାଇବେଲ22 ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ; Viz kapitolaପବିତ୍ର ବାଇବଲ22 ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ଖୁବ୍ ଶୀଘ୍ର ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା। ସେମାନଙ୍କର ଯୁବାଗଣ ଖଡ଼୍ଗରେ ନିହିତ ହେବେ ଓ ସେମାନଙ୍କର ପୁତ୍ରକନ୍ୟାଗଣ ଦୁର୍ଭିକ୍ଷରେ ମରିବେ। Viz kapitola |