ଯିରିମୀୟ 12:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା। Viz kapitolaଓଡିଆ ବାଇବେଲ14 ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା ବଂଶକୁ ଉତ୍ପାଟନ କରିବା। Viz kapitolaପବିତ୍ର ବାଇବଲ14 ସଦାପ୍ରଭୁ ଏହା କହନ୍ତି, “ସମସ୍ତ ମନ୍ଦ ପଡ଼ୋଶୀ ଯେଉଁମାନେ କି ଆମ୍ଭେ ଉତ୍ତରାଧିକାରୀ ସୂତ୍ରରେ ଇସ୍ରାଏଲୀୟମାନଙ୍କୁ ଦେଇଥିବା ଦେଶକୁ ସ୍ପର୍ଶ କରନ୍ତି ଆମ୍ଭେ ସେମାନଙ୍କୁ ତାଙ୍କ ଦେଶରୁ ଉତ୍ପାଟନ କରିବା ଏବଂ ଆମ୍ଭେ ସେମାନଙ୍କ ମଧ୍ୟରୁ ଯିହୁଦାର ଘରକୁ ହଟେଇ ଦେବା। Viz kapitola |