ଯିରିମୀୟ 12:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ଵାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ଵାସ କର ନାହିଁ। Viz kapitolaଓଡିଆ ବାଇବେଲ6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ। Viz kapitolaପବିତ୍ର ବାଇବଲ6 ଏହି ଲୋକମାନେ ତୁମ୍ଭର ଭ୍ରାତୃଗଣ ଓ ତୁମ୍ଭ ପରିବାରର ଲୋକ ସଦୃଶ। ସେହି ଲୋକ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି। ସେମାନେ ତୁମ୍ଭ ପଶ୍ଚାତ୍ଧାବନ କରି ଉଚ୍ଚସ୍ୱରରେ ଡାକ ପକାଇଛନ୍ତି। ସେମାନେ ବନ୍ଧୁଭଳି ତୁମ୍ଭକୁ ମିଠା କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ। Viz kapitola |