ଯିରିମୀୟ 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତା-ନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ। Viz kapitolaଓଡିଆ ବାଇବେଲ10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।” Viz kapitolaପବିତ୍ର ବାଇବଲ10 ଯିହୁଦାର ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ହୁଅନ୍ତି ଓ ଆପଣା ଅନ୍ତଃକରଣରେ ଅବାଧ୍ୟ ହୋଇ ଗ୍ଭଲନ୍ତି ଆଉ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।” Viz kapitola |