ଯିରିମୀୟ 14:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ଏହି ଦେଶରେ ଖଡ଼୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ନୋହିବ, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍ବକ୍ତାମାନେ ଖଡ଼୍ଗ ଓ ଦୁର୍ଭିକ୍ଷ ଦ୍ଵାରା ବିନଷ୍ଟ ହେବେ। Viz kapitolaଓଡିଆ ବାଇବେଲ15 ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ସେହି ଭବିଷ୍ୟଦ୍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ। Viz kapitolaପବିତ୍ର ବାଇବଲ15 ଏଣୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏ ଦେଶରେ ଖଡ଼୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେହିମାନଙ୍କ ବିଷୟରେ ସଦାପ୍ରଭୁ କହନ୍ତି, ‘ସେହି ଭବିଷ୍ୟଦ୍ବକ୍ତାମାନେ ଖଡ଼୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ। Viz kapitola |