ଯିରିମୀୟ 14:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆମ୍ଭେ ଯେବେ ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ଼୍ଗହତ ଲୋକ ! ପୁଣି, ଆମ୍ଭେ ଯେବେ ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷ ପୀଡ଼ିତ ଲୋକ ! କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ। Viz kapitolaଓଡିଆ ବାଇବେଲ18 ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ ! କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।” Viz kapitolaପବିତ୍ର ବାଇବଲ18 ଆମ୍ଭେ ଯେବେ ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ସେଠାରେ ଖଡ଼୍ଗାହତ ଲୋକଙ୍କୁ ଦେଖୁ। ପୁଣି ଯେବେ ନଗରରେ ପ୍ରବେଶ କରୁ ତେବେ ସେଠାରେ ଦୁର୍ଭିକ୍ଷ ପୀଡ଼ିତ ଲୋକ ଦେଖୁ। କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ଯଦିଓ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’” Viz kapitola |