ଯିରିମୀୟ 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ଼୍ଗ ଓ ଦୁର୍ଭିକ୍ଷ ଦ୍ଵାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ-ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Viz kapitolaଓଡିଆ ବାଇବେଲ4 “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।” Viz kapitolaପବିତ୍ର ବାଇବଲ4 “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁବରଣ କରିବେ। କେହି ସେମାନଙ୍କ ପାଇଁ ବିଳାପ କରିବେ ନାହିଁ। ସେମାନଙ୍କୁ କେହି କବର ଦେବେ ନାହିଁ। ସେମାନଙ୍କର ଶବ ଭୂମିରେ ଖତ ହେବ। ସେମାନେ ଖଡ଼୍ଗ ଓ ଦୁର୍ଭିକ୍ଷରେ ସଂହାରିତ ହେବେ। ସେମାନଙ୍କର ଶବ ଆକାଶ ପକ୍ଷୀଗଣଙ୍କ ଓ ଭୂଚର ପଶୁଗଣଙ୍କର ଖାଦ୍ୟ ହେବ।” Viz kapitola |