ଯିରିମୀୟ 17:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ। Viz kapitolaଓଡିଆ ବାଇବେଲ23 ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।’ Viz kapitolaପବିତ୍ର ବାଇବଲ23 ମାତ୍ର ତୁମ୍ଭ ପୂର୍ବପୁରୁଷଗଣ ଆମ୍ଭ କଥାପ୍ରତି ଅବଧାନ କଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ। ସେମାନେ ଅତି ଅବାଧ୍ୟ। ତେଣୁ ସେମାନେ ଦଣ୍ଡିତ ହେଲେ। ସେମାନଙ୍କର କିଛି ମଙ୍ଗଳ ହେଲା ନାହିଁ।’” Viz kapitola |