ଯିରିମୀୟ 18:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କୁମ୍ଭକାର ମୃତ୍ତିକାର ଯେଉଁ ପାତ୍ର ନିର୍ମାଣ କରୁଥିଲା, ତାହା ତାହାର ହସ୍ତରେ ବିଗିଡ଼ି ଯିବାରୁ କୁମ୍ଭକାର ତାହା ନେଇ ଆପଣା ଇଚ୍ଛାନୁସାରେ ଆଉ ଗୋଟିଏ ପାତ୍ର ନିର୍ମାଣ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 କୁମ୍ଭକାର ମୃତ୍ତିକାର ଯେଉଁ ପାତ୍ର ନିର୍ମାଣ କରୁଥିଲା, ତାହା ତାହାର ହସ୍ତରେ ବିଗିଡ଼ି ଯିବାରୁ କୁମ୍ଭକାର ତାହା ନେଇ ଆପଣା ଇଚ୍ଛାନୁସାରେ ଆଉ ଗୋଟିଏ ପାତ୍ର ନିର୍ମାଣ କଲା। Viz kapitolaଓଡିଆ ବାଇବେଲ4 କୁମ୍ଭକାର ମୃତ୍ତିକାର ଯେଉଁ ପାତ୍ର ନିର୍ମାଣ କରୁଥିଲା, ତାହା ତାହାର ହସ୍ତରେ ବିଗିଡ଼ି ଯିବାରୁ କୁମ୍ଭକାର ତାହା ନେଇ ଆପଣା ଇଚ୍ଛାନୁସାରେ ଆଉ ଗୋଟିଏ ପାତ୍ର ନିର୍ମାଣ କଲା। Viz kapitolaପବିତ୍ର ବାଇବଲ4 ସେ ମାଟିର ପାତ୍ର ନିର୍ମାଣ କରୁଥିବା ବେଳେ ସେଥିରେ କିଛି ଦୋଷ ଦେଖିଲା। ତେଣୁ ସେ ପାତ୍ରର ମାଟିକୁ ପୁନର୍ବାର ନିଜ ଇଚ୍ଛାନୁସାରେ ସଜାଡ଼ି ନୂଆ ପାତ୍ର ନିର୍ମାଣ କଲା। Viz kapitola |