ଯିରିମୀୟ 19:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ; Viz kapitolaଓଡିଆ ବାଇବେଲ5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।’” Viz kapitolaପବିତ୍ର ବାଇବଲ5 ଯିହୁଦାର ରାଜାଗଣ ବାଲ୍ଦେବ ଉଦ୍ଦେଶ୍ୟରେ ଉଚ୍ଚସ୍ଥଳୀ ନିର୍ମାଣ କରିଛନ୍ତି। ସେମାନେ ନିଜର ସନ୍ତାନଗଣଙ୍କୁ ବାଲ୍ଦେବ ଉଦ୍ଦେଶ୍ୟରେ ହୋମବଳି ରୂପେ ଉତ୍ସର୍ଗ କରିଅଛନ୍ତି। ଆମ୍ଭେ କିନ୍ତୁ ସେମାନଙ୍କୁ ଏହା କହିବାକୁ ଆଦେଶ କରି ନାହୁଁ କି କହି ନାହୁଁ ଓ ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ। Viz kapitola |