ଯିରିମୀୟ 21:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ଼୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ଼୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା କି ଦୟା କି କରୁଣା କରିବ ନାହିଁ। Viz kapitolaଓଡିଆ ବାଇବେଲ7 ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’ Viz kapitolaପବିତ୍ର ବାଇବଲ7 ଏସବୁ ଘଟିଲା ପରେ’” ସଦାପ୍ରଭୁ କହନ୍ତି, “‘ଆମ୍ଭେ ଯିହୁଦା ରାଜା ସିଦିକିୟଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ଼୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତରେ, ସେମାନଙ୍କ ଶତ୍ରୁଗଣ ହସ୍ତରେ ଓ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ଆଉ ସେମାନେ ସେମାନଙ୍କୁ ଦୟା, କରୁଣା ଓ କ୍ଷମା ନ କରି ଖଡ଼୍ଗରେ ବଧ କରିବେ।’ Viz kapitola |