ଯିରିମୀୟ 22:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ? Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେ ଦରିଦ୍ର ଓ ଦୀନହୀନମାନଙ୍କର ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ? Viz kapitolaଓଡିଆ ବାଇବେଲ16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ ? Viz kapitolaପବିତ୍ର ବାଇବଲ16 ଯୋଶିୟ ଦରିଦ୍ର ଓ ଦୀନହୀନଙ୍କର ଯତ୍ନ ନେଉଥିବାରୁ ତାଙ୍କର ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହାକି ଆମ୍ଭକୁ ଜ୍ଞାତ ହେବାର ନୁହେଁ?” Viz kapitola |