ଯିରିମୀୟ 22:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା। Viz kapitolaଓଡିଆ ବାଇବେଲ25 ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା। Viz kapitolaପବିତ୍ର ବାଇବଲ25 ହେ ଯିହୋୟାକୀନ୍, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ ଅର୍ଥାତ୍ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା। Viz kapitola |