ଯିରିମୀୟ 23:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯିରୂଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯିରୂଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରା ସମାନ ଅଟନ୍ତି। Viz kapitolaଓଡିଆ ବାଇବେଲ14 ଯିରୂଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।” Viz kapitolaପବିତ୍ର ବାଇବଲ14 ଯିରୁଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଆମ୍ଭେ ସେହି ଭୟଙ୍କର ବିଷୟ ଦେଖୁଅଛୁ। ସେମାନେ ପର ସ୍ତ୍ରୀ ନିକଟକୁ ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୂରାଗ୍ଭରୀମାନଙ୍କ ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କ ମଧ୍ୟରୁ କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ। ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତାହାର ନିବାସୀଗଣ ହମୋରାର ସମାନ ଅଟନ୍ତି।” Viz kapitola |