ଯିରିମୀୟ 23:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ଵାନୁସନ୍ଧାନ କରି ନାହଁ; ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା। Viz kapitolaଓଡିଆ ବାଇବେଲ2 ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ,” ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା। Viz kapitolaପବିତ୍ର ବାଇବଲ2 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭର ମେଷପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ଯତ୍ନ ନେଇ ନାହଁ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ଦୁଷ୍କର୍ମର ଫଳ ତୁମ୍ଭମାନଙ୍କୁ ଅବଶ୍ୟ ଦେବା।” ଏହା ସଦାପ୍ରଭୁ କହନ୍ତି। Viz kapitola |