ଯିରିମୀୟ 23:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆମ୍ଭେ ସ୍ଵପ୍ନ ଦେଖିଅଛୁ, ଆମ୍ଭେ ସ୍ଵପ୍ନ ଦେଖିଅଛୁ ବୋଲି କହି ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ। Viz kapitolaଓଡିଆ ବାଇବେଲ25 ‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ। Viz kapitolaପବିତ୍ର ବାଇବଲ25 “ପୁଣି ଏପରି କେତେକ ଭବିଷ୍ୟଦ୍ବକ୍ତା ଅଛନ୍ତି, ଯେଉଁମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ’ କହନ୍ତି, ସେମାନଙ୍କ କଥା ଆମ୍ଭେ ଶୁଣିଅଛୁ। Viz kapitola |