ଯିରିମୀୟ 23:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ଵପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି। Viz kapitolaଓଡିଆ ବାଇବେଲ27 ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।” Viz kapitolaପବିତ୍ର ବାଇବଲ27 ସେହି ଭବିଷ୍ୟଦ୍ବକ୍ତାଗଣ ଆପଣା ଆପଣା ପ୍ରତିବାସୀଙ୍କୁ ମିଥ୍ୟା ସ୍ୱପ୍ନ କଥା କହି ମୋର ନାମକୁ ମୋ’ ଲୋକମାନଙ୍କଠାରୁ ବିସ୍ମୃତ କରାଇବାକୁ ଗ୍ଭହାନ୍ତି। ଯେପରି ସେମାନଙ୍କର ପୂର୍ବପୁରୁଷଗଣ ବାଲ୍ଦେବ ସକାଶେ ମୋର ନାମ ପାଶୋରି ପକାଇଲେ। Viz kapitola |