ଯିରିମୀୟ 23:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି’ ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ଵା ବ୍ୟବହାର କରି, “ସେ କହନ୍ତି” ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ। Viz kapitolaଓଡିଆ ବାଇବେଲ31 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି’ ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ।” Viz kapitolaପବିତ୍ର ବାଇବଲ31 ପୁଣି ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ନିଜେ ମିଥ୍ୟା କହି ଛଳନା ପୂର୍ବକ କହନ୍ତି ମୁଁ କହିଛି ବୋଲି, ମୁଁ ସେମାନଙ୍କର ବିପକ୍ଷ ଅଟେ।” Viz kapitola |