Online Bible

- Reklamy -




ଯିରିମୀୟ 23:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଣୁକରି ‘ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;

Viz kapitola kopírovat

ଓଡିଆ ବାଇବେଲ

7 ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;

Viz kapitola kopírovat

ପବିତ୍ର ବାଇବଲ

7 ଏଣୁକରି ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେଉଁ ସମୟରେ ଲୋକମାନେ କହିବେ ନାହିଁ, ‘ସେହି ଜୀବିତ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ ମିଶର ଦେଶରୁ ବାହାରକରି ଆଣିଲେ।’

Viz kapitola kopírovat




ଯିରିମୀୟ 23:7

Následuj nás:

Reklamy


Reklamy