ଯିରିମୀୟ 24:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମିରି ଫଳ ତୁଲ୍ୟ ଜ୍ଞାନ କରିବା। Viz kapitolaଓଡିଆ ବାଇବେଲ5 “ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା। Viz kapitolaପବିତ୍ର ବାଇବଲ5 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ଯେଉଁମାନେ ଯିହୁଦାର ବନ୍ଦୀରୂପେ ନିଆଗଲେ, ଏହିସବୁ ଉତ୍ତମ ଡିମ୍ବିରି ତୁଲ୍ୟ। ମୁଁ ସେମାନଙ୍କୁ ଉତ୍ତମ ବୋଲି ବିବେଚନା କରିବି। ଯେଉଁମାନଙ୍କୁ ମୁଁ ଏହି ସ୍ଥାନରୁ କଲ୍ଦୀୟମାନଙ୍କ ଭୂମିକୁ ତଡ଼ି ଦେଇଛି। Viz kapitola |