ଯିରିମୀୟ 25:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି; Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି; Viz kapitolaଓଡିଆ ବାଇବେଲ17 ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି; Viz kapitolaପବିତ୍ର ବାଇବଲ17 ତହୁଁ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ତାଙ୍କର କହିବାନୁସାରେ ସେ ଗୋଷ୍ଠୀମାନଙ୍କ ନିକଟକୁ ଗଲି ଓ ସେ ସମସ୍ତଙ୍କୁ ତାହା ପାନ କରାଇଲି। Viz kapitola |