ଯିରିମୀୟ 25:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ଏକଆରେକର ସହିତ ଓ ଭୂମଣ୍ତଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ। Viz kapitolaଓଡିଆ ବାଇବେଲ26 ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ। Viz kapitolaପବିତ୍ର ବାଇବଲ26 ପୁଣି ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ସମସ୍ତ ରାଜା ଜଣକ ପରେ ଜଣେ ଏହା ପାନ କଲେ। ପୁଣି ପୃଥିବୀସ୍ଥ ସମସ୍ତ ରାଜ୍ୟକୁ ପାନ କରାଇଲା ପରେ “ଶେଶକର” ରାଜା ଏହି ପାତ୍ରରୁ ପାନ କରିବେ। Viz kapitola |