Online Bible

- Reklamy -




ଯିରିମୀୟ 25:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ଵାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

6 ଆଉ ଅନ୍ୟ ଦେବଗଣର ପଶ୍ଚା‌‌‌ତ୍‌‌‌ଧାବନ କର ନାହିଁ କିଅବା ସେମାନଙ୍କୁ ସେବା ଓ ପ୍ରଣାମ କର ନାହିଁ। ପୁଣି ଆପଣା ହସ୍ତକୃତ ପ୍ରତିମାଗଣକୁ ପୂଜା କରି ଆମ୍ଭକୁ ବିରକ୍ତ କର ନାହିଁ। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବା ନାହିଁ।”

Viz kapitola kopírovat




ଯିରିମୀୟ 25:6

Následuj nás:

Reklamy


Reklamy