ଯିରିମୀୟ 27:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ତୁମ୍ଭମାନଙ୍କୁ ସ୍ଵଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Viz kapitolaଓଡିଆ ବାଇବେଲ10 କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Viz kapitolaପବିତ୍ର ବାଇବଲ10 ମାତ୍ର ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରେଇ ଦେବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରୁଛନ୍ତି। Viz kapitola |