ଯିରିମୀୟ 27:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ; Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ଵାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ; Viz kapitolaଓଡିଆ ବାଇବେଲ3 ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;’ Viz kapitolaପବିତ୍ର ବାଇବଲ3 ପୁଣି ଯିହୁଦାର ରାଜା ସିଦିକିୟଙ୍କୁ ଦେଖା କରିବାକୁ ଯିରୁଶାଲମକୁ ଆସିଥିବା ଦୂତମାନଙ୍କ ହସ୍ତରେ ଅନ୍ୟ ଯୁଆଳିଗୁଡ଼ିକୁ ଇଦୋମ, ମୋୟାବ, ଅମ୍ମୋନ, ସୋର ଓ ସୀଦୋନର ରାଜାମାନଙ୍କ ନିକଟକୁ ପଠାଅ। Viz kapitola |