ଯିରିମୀୟ 28:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ। Viz kapitolaଓଡିଆ ବାଇବେଲ16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’” Viz kapitolaପବିତ୍ର ବାଇବଲ16 ତେଣୁ ସଦାପ୍ରଭୁ ଏହିକଥା କହନ୍ତି, ‘ହେ ହନାନିୟ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିବା। ତୁମ୍ଭେ ଏହି ବର୍ଷ ମରିବ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ।’” Viz kapitola |