ଯିରିମୀୟ 28:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା। Viz kapitolaଓଡିଆ ବାଇବେଲ4 ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି; “କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।” Viz kapitolaପବିତ୍ର ବାଇବଲ4 ପୁଣି ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା।’ ଏହା ସଦାପ୍ରଭୁ କହନ୍ତି, ‘କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।’” Viz kapitola |