ଯିରିମୀୟ 29:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଗୋଷ୍ଠୀ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା। Viz kapitolaଓଡିଆ ବାଇବେଲ14 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା,” ଏହା ସଦାପ୍ରଭୁ କହନ୍ତି; “ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।” Viz kapitolaପବିତ୍ର ବାଇବଲ14 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା। ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀ ଅବସ୍ଥା ପରିବର୍ତ୍ତନ କରିଥିଲୁ, କିନ୍ତୁ ଆମ୍ଭେ ସେଠାରୁ ତୁମ୍ଭମାନଙ୍କୁ ପୁନଃ ଏକତ୍ରିତ କରିବା।” ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ପୁନର୍ବାର ତୁମ୍ଭମାନଙ୍କୁ ନିର୍ବାସନ ସ୍ଥାନରୁ ଫେରାଇ ଆଣିବା।” Viz kapitola |