ଯିରିମୀୟ 30:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘାʼ ବ୍ୟଥାଜନକ। Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘାʼ ବ୍ୟଥାଜନକ। Viz kapitolaଓଡିଆ ବାଇବେଲ12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘା’ ବ୍ୟଥାଜନକ। Viz kapitolaପବିତ୍ର ବାଇବଲ12 ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କର କ୍ଷତ ଦୁରାରୋଗ୍ୟ ଓ ତୁମ୍ଭମାନଙ୍କର ଘା’ କେବେ ପୂରଣ ହେବ ନାହିଁ। Viz kapitola |