ଯିରିମୀୟ 30:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ଵୁସକଳର ବନ୍ଦୀତ୍ଵ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ। Viz kapitolaଓଡିଆ ବାଇବେଲ18 ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ। Viz kapitolaପବିତ୍ର ବାଇବଲ18 ସଦାପ୍ରଭୁ କହନ୍ତି, “ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ୱର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସେହି ଧ୍ୱଂସ ସ୍ଥାନରେ ନଗର ନିର୍ମିତ ହେବ ଓ ରାଜଗୃହ ଯଥା ସ୍ଥାନରେ ପୁନଃନିର୍ମିତ ହେବ। Viz kapitola |