ଯିରିମୀୟ 31:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ଵର। Viz kapitolaଓଡିଆ ବାଇବେଲ18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର। Viz kapitolaପବିତ୍ର ବାଇବଲ18 ମୁଁ ପ୍ରକୃତରେ ଇଫ୍ରୟିମର କ୍ରନ୍ଦନ ଶୁଣିଅଛି। ସେ କାନ୍ଦିକରି ଏହି କଥା କହୁଛି, ‘ହେ ସଦାପ୍ରଭୁ, ତୁମ୍ଭେ ମୋତେ ଶାସ୍ତି ଦେଇଅଛ। ମୁଁ ପ୍ରକୃତ ଶିକ୍ଷା ପାଇଛି। ମୁଁ ଏକ ବନ୍ୟପଶୁ ସଦୃଶ ଥିଲି। ମୋତେ ତୁମ୍ଭ ନିକଟକୁ ଫେରିବାକୁ ଦିଅ, କାରଣ ତୁମ୍ଭେ ସଦାପ୍ରଭୁ ମୋର ପରମେଶ୍ୱର। Viz kapitola |